ଭୁବନେଶ୍ୱର 1/4 : ଉତ୍କଳ ବିଶ୍ବବିଦ୍ୟାଳୟ ର ଉନ୍ନତି ପାଇଁ ନିଜର ଏକ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ନିଜର ଦରମା ରାଜ୍ୟପାଳ ତଥା ଉତ୍କଳ ବିଶ୍ବବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ପ୍ରଦାନ କରିଛନ୍ତି ।
ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ ଜୁବୁଲିରେ ନିଜର ଦରମା ଉତ୍କଳ ବିଶ୍ବବିଦ୍ୟାଳୟର ବିକାଶ ପାଇଁ ଦେବାକୁ ଘୋଷଣା କରିଥିଲେ ଧର୍ମେନ୍ଦ୍ର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
Next Post