ଜୟପୁର,୨୦ ।୮: କରୋନା କବଜାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖୱତ । ତାଙ୍କର କରୋନା ରିପୋର୍ଯ ପଜିଟିଭ୍ ଆସିଛି । ଏହାପରେ ତାଙ୍କୁ ମେଦାନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । କରୋନା ପଜିଟିଭ ନେଇ ଖୋଦ୍ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଂଗରୋଧରେ ରହିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି ।
अस्वस्थता के कुछ लक्षण दिखने पर मैंने कोरोना टेस्ट करवाया और मेरी रिपोर्ट पॉजिटिव आई है। डॉक्टर्स की सलाह पर अस्पताल में भर्ती हो रहा हूँ। मेरा अनुरोध है कि गत दिनों में मेरे संपर्क में जो लोग आये हैं वह स्वयं को आइसोलेट कर अपनी जाँच करवाएं। आप सभी स्वस्थ रहें और अपना ध्यान रखें।
— Gajendra Singh Shekhawat (@gssjodhpur) August 20, 2020