fbpx

ଆଉ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ଜୟପୁର,୨୦ ।୮: କରୋନା କବଜାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖୱତ । ତାଙ୍କର କରୋନା ରିପୋର୍ଯ ପଜିଟିଭ୍ ଆସିଛି । ଏହାପରେ ତାଙ୍କୁ ମେଦାନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । କରୋନା ପଜିଟିଭ ନେଇ ଖୋଦ୍ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଂଗରୋଧରେ ରହିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି ।

Get real time updates directly on you device, subscribe now.