ରାଜ୍ୟର ୧୨୩ଟି କେନ୍ଦ୍ରରେ ଆଜି ଟିକାଦାନ, ଜାଣନ୍ତୁ କେଉଁଠି ହେବନି ?

COVID-19 Updates
  • World 161,348,735
    World
    Confirmed: 161,348,735
    Active: 17,853,574
    Recovered: 140,145,719
    Death: 3,349,442
  • USA 33,589,466
    USA
    Confirmed: 33,589,466
    Active: 6,370,934
    Recovered: 26,620,689
    Death: 597,843
  • India 23,827,104
    India
    Confirmed: 23,827,104
    Active: 3,723,496
    Recovered: 19,844,129
    Death: 259,479
  • Brazil 15,361,686
    Brazil
    Confirmed: 15,361,686
    Active: 1,009,213
    Recovered: 13,924,217
    Death: 428,256
  • Turkey 5,072,462
    Turkey
    Confirmed: 5,072,462
    Active: 227,350
    Recovered: 4,801,291
    Death: 43,821
  • Russia 4,913,439
    Russia
    Confirmed: 4,913,439
    Active: 270,838
    Recovered: 4,527,878
    Death: 114,723
  • UK 4,444,631
    UK
    Confirmed: 4,444,631
    Active: 58,682
    Recovered: 4,258,298
    Death: 127,651
  • Italy 4,139,160
    Italy
    Confirmed: 4,139,160
    Active: 346,008
    Recovered: 3,669,407
    Death: 123,745
  • Germany 3,569,249
    Germany
    Confirmed: 3,569,249
    Active: 242,760
    Recovered: 3,240,300
    Death: 86,189
  • Pakistan 870,703
    Pakistan
    Confirmed: 870,703
    Active: 75,052
    Recovered: 776,315
    Death: 19,336
  • China 90,808
    China
    Confirmed: 90,808
    Active: 291
    Recovered: 85,881
    Death: 4,636

ଭୁବନେଶ୍ୱର,୪ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ଟିକାକରଣକୁ ପ୍ରାଧାନ୍ୟ ଦିଆଯାଉଛି । ଏହାକୁ ଦୃଷ୍ଟିରେ ରଖିି ରାଜ୍ୟର ୧୨୩ଟି କେନ୍ଦ୍ରରେ ଆଜି କୋଭିଡ ଟିକାକରଣ ହେବ । ୧୧ଟି ଜିଲ୍ଲାରେ ଆଜି କୌଣସି କେନ୍ଦ୍ରରେ ବି ଟିକାକରଣ ହେବନି । ସେହି ୧୧ଟି ଜିଲ୍ଲା ଯଥା- ବାଲେଶ୍ୱର, ବରଗଡ, ବୌଦ୍ଧ, କଟକ, ଗଜପତି, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସୁବର୍ଣ୍ଣପୁର ଓ ସମ୍ବଲପୁରରେ ଆଜି ଟିକାକରଣ ହେବନାହିଁ ।

 

ତେବେ ରାଜ୍ୟରେ ଆଜି ୮ ହଜାର ୨୧୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ସୁନ୍ଦରଗଡରୁ ୬୩୬, କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡାରୁ ୨୬୧, ନୟାଗଡରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, ଷ୍ଟେଟପୁଲ ଓ କଳାହାଣ୍ଡିରୁ ୨୩୮, ରାୟଗଡାରୁ ୨୩୨, ମୟୂରଭଞ୍ଜରୁ ୧୯୦, କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡରୁ ୯୮ ଲେଖାଏଁ, କେନ୍ଦ୍ରାପଡାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭, ମାଲକାନଗିରିରୁ ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.