fbpx

କାଲି ୧୦ଟାରୁ ଟିକାକରଣ ଡ୍ରାଏ ରନ୍

ଭୁବନେଶ୍ୱର,୭ ।୧(ଓଡିଶା ଭାସ୍କର): କାଲି ଦିନ ୧୦ଟାରେ କୋଭିଡ ଟିକାକରଣ ପାଇଁ ଅଭ୍ୟାସ ହେବ । ସବୁ ଜିଲ୍ଲା ଓ ପୌର ନିଗମରେ ୨ ଘଣ୍ଟା ପାଇଁ ଚାଲିବ ଡ୍ରାଏ ରନ୍ । ଏଥିପାଇଁ ସବୁ ଜିଲ୍ଲାପାଳ ଓ କମିସନରଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ଜିଲ୍ଲାପାଳ ବଡ ଘରୋଇ ମେଡିକାଲ ଓ ମେଡିକାଲ କଲେଜରେ ଡ୍ରାଏ ରନ୍ ହେବ । ଏନେି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.