fbpx

୨୪ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ; ଜାଣନ୍ତୁ କାହିଁକି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆସନ୍ତା କାଲି ରାଜ୍ୟର ୨୪ଟି ଜିଲ୍ଲାରେ ବନ୍ଦ ରହିବ ଟିକକରଣ । ଟିକା ଅଭାବରୁ ରାଜ୍ୟରେ ଟିକାକରଣ ଗଭୀର ଭାବରେ ପ୍ରଭାବିତ ହୋଇଛି । ସୋମବାର ରାଜ୍ୟର ୨୪ଟି ଜିଲ୍ଲାରେ ଟିକାକରଣ ବନ୍ଦ ରଖାଯାଉଥିବା ବେଳେ ମାତ୍ର ୨୨୦ ଟି ସେଣ୍ଟରରେ ଟିକାକରଣ ଜାରି ରହିବ ।

ଅନୁଗୁଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ, ଭଦ୍ରକ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନୟାଗଡ, ନୂଆପଡା, ପୁରୀ, ରାୟଗଡା, ସୋନପୁର ଜିଲ୍ଲାରେ ଟିକାକରଣ ବନ୍ଦ ରଖାଯିବ ବୋଲି ଘୋଷଣା କରାଯାଇଛି ।

Get real time updates directly on you device, subscribe now.