fbpx

ଫିଟନେସ୍ ନଥିଲେ ଗାଡ଼ି ହେବ ସିଜ୍, ରାଜ୍ୟ ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବିନା ଫିଟନେସରେ ଚାଲୁଥିବା ଗାଡ଼ି ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ । ଏଣିକି ଜରିମାନା ସହ ବେଆଇନ୍ ଗାଡ଼ିକୁ ଅଟକ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସଡ଼କ ସୁରକ୍ଷା ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପରିବହନ ମନ୍ତ୍ରୀ । ଫିଟନେସ୍ ଓ ପଞ୍ଜିକରଣ ବୈଧତା ସରିଥିବା ଗାଡ଼ିର ତାଲିକା ପ୍ରସ୍ତୁତ ହେବ । ଶିକ୍ଷାନୁଷ୍ଠାନ କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ବିରୋଧରେ ମାମଲା ରୁଜୁ ହେବ ।

Get real time updates directly on you device, subscribe now.