ଅଭିନେତା ମିହିର ଦାସ ଅସୁସ୍ଥ, ସ୍ୱାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି ଡାକ୍ତରୀ ଟିମ୍

ବରିଷ୍ଠ ସିନେ ଅଭିନେତା ମିହିର ଦାସ ଅସୁସ୍ଥ । କଟକର ଏକ ଘରୋଇ ହସ୍ପିଟାଲରେ ଚାଲିଛି ଚିକିତ୍ସା । ଗତ ୭ ତାରିଖରୁ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପୂର୍ବରୁ ମିହିର ଦାସଙ୍କର କିଡନୀ ଜନିତ ସମସ୍ୟା ଥିଲା । ତାଙ୍କର ସ୍ୱାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି ଡାକ୍ତରୀ ଟିମ୍ ।