fbpx

୩ରେ ଓଡିଶା ଆସିବେ ଉପରାଷ୍ଟ୍ରପତି

Advertisement

ଭୁବନେଶ୍ୱର,୧୭ ।୩(ଓଡିଶା ଭାସ୍କର): କରୋନା ପ୍ରଭାବ ଏବେ ବି ଜାରି ରହିଛି । ଏହାରି ମଧ୍ୟରେ ଆସନ୍ତା ଏପ୍ରିଲ ୩ ତାରିଖରେ ଓଡିଶା ଆସିବେ ଉପ ରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ । ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଯୋଗଦେବେ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.