ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ ଓ ହୋମ ଗାର୍ଡ । ବାଙ୍କୋଇ ଫାଣ୍ଡି ଏଏସ୍ଆଇ ତୁଷାର ନାୟକ ଓ ହୋମଗାର୍ଡ ପି.କେ ସୁନ୍ଦରାୟ ।
୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । କେସ୍ ଡାଏରୀରୁ ନାଁ ହଟାଇବାକୁ ଲାଞ୍ଚ ନେବାବେଳେ ଧରାପଡ଼ିଲେ ।
ନିକଟରେ ଉଲ୍ଲେଖନୀୟ ସେବା ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଥିଲେ ତୁଷାର ।