fbpx

AEଙ୍କ ଘରେ ଭିଜିଲାନ୍ସ ଚଢାଉ

କେନ୍ଦୁଝର,୨୧ ।୧୨(ଓଡିଶା ଭାସ୍କର): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଗ୍ରାମ ଉନ୍ନୟନ AEଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ସୁବଳଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ସେଲର ଚଢାଉ ହୋଇଛି । ଚଢାଉ ସମୟରେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ହାତରେ ଲାଗିଥିବା ବେଳେ ସେନେଇ ଏବେ ତଦନ୍ତ ଚାଲିଛି ।

Get real time updates directly on you device, subscribe now.