fbpx

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ବିଧାୟକଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ପ୍ରଦୀପ ପାଣିଗ୍ରାହୀଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ଘରେ ମଧ୍ୟ ରେଡ୍ କରାଯାଇଛି । ତେବେ ଏକକାଳୀନ ୧୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ କରାଯାଇଛି ।

Get real time updates directly on you device, subscribe now.