fbpx

ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ସୁପରଭାଇଜର । ସିଡିପିଓ କାର୍ଯ୍ୟାଳୟର ସୁପରଭାଇଜରଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି । ସୁପରଭାଇଜର ମଲ୍ଲିଲତା ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ଚଢ଼ାଉ ହୋଇଛି । ଚଢ଼ାଉ ସମୟରେ ବିଭିନ୍ନ କାଗଜପତ୍ର, ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ ଚାଲିଛି ।

Get real time updates directly on you device, subscribe now.