ଶିକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ୍

ପାରଳାଖେମୁଣ୍ଡି,୧୫ ।୧୨(ଓଡିଶା ଭାସ୍କର): ଭିଜିଲାନ୍ସ ଜାଲରେ ଫସିଲେ ପାରଳାଖେମୁଣ୍ଡି ଶିକ୍ଷକ । ସରକାରୀ ସ୍କୁଲର ଶିକ୍ଷକ ଦୁଷ୍ମନ୍ତ ନାୟକଙ୍କ ଘରେ ଆଜି ଚଢାଉ କରିଛି ଭିଜିଲାନ୍ସ । ପାରଳାଖେମୁଣ୍ଡି ଥାନା ଏରତେଲାସାହି ସ୍ଥିତ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡିଛି । ଆୟ  ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିକ୍ଷକଙ୍କ ଘର ସମେତ ୧୨ଟି ସ୍ଥାନରେ ରେଡ୍ ଜାରି ରଖିଛି ଭିଜିଲାନ୍ସ ।

Get real time updates directly on you device, subscribe now.