fbpx

ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାଲକାନଗିରି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡ଼ିଛି । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ଆନନ୍ଦ ରାଓଙ୍କ ଘରେ ଚାଲିଛି ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କରିଛି ଚଢ଼ାଉ । ସାକରୀ ବାବୁଙ୍କର ମାଲକାନଗିରି, ନବରଙ୍ଗପୁର, ବିଶାଖାପାଟଣାର ମୋଟ ୬ଟି ସ୍ଥାନରେ ରେଡ୍ କରାଯାଇଛି ।

Get real time updates directly on you device, subscribe now.