ପ୍ରହ୍ଲାଦ ଯୋଶୀ କିଏ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଯିଏ ହେଲେ ନୂଆ କେନ୍ଦ୍ର ଶିକ୍ଷାମନ୍ତ୍ରୀ…
ନୂଆ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କିଏ?
ଓଡିଶାଭାସ୍କର: ନିଟ୍ ପରୀକ୍ଷା ପେପର ଲିକ୍ ଏବଂ ଅନେକ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ ଛାତ୍ର ଓ ଯୁବପିଢ଼ିଙ୍କ ମଧ୍ୟରେ ଚାଲିଥିବା ବ୍ୟାପକ ବିରୋଧ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୫ ଜୁଲାଇ, ୨୦୨୬) ନିଜ ପଦରୁ ଇସ୍ତଫା ଦେଇଛନ୍ତି।
Uttarakhand Govt.
ସେ ତତ୍କାଳ ପ୍ରଭାବରେ ନିଜ ପଦ ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇସ୍ତଫାପତ୍ର ଦେଇଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ମଞ୍ଜୁର କରିଛନ୍ତି।

