fbpx

ପାରିବାରିକ କଳହରୁ ସ୍ତ୍ରୀକୁ ହତ୍ୟା

ସୁନ୍ଦରଗଡ଼, ୫ା୧୨ (ଓଡିଶା ଭାସ୍କର): ସୁନ୍ଦରଗଡ଼ ଜିଲ୍ଲା ତଲସରା ଥାନା ସବଡେଗା ଗାଁରେ ଜଣେ ମହିଳାଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଥିବା ଜଣାପଡ଼ିଛି । ତେବେ ପାରିବାରିକ କଳହରୁ ଜଣେ ଯୁବକ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏହି ଘଟଣା ପରେ ତଲସରା ଥାନାରେ ମୃତ ମହିଳାଙ୍କ ପରିବାରଲୋକେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

Get real time updates directly on you device, subscribe now.