fbpx

କରୋନା ପାଇଁ ବନ୍ଦ ହେବ ଶୀତ ଅଧିବେଶନ

ନୂଆଦିଲ୍ଲୀ, ୧୫ା୧୨: କରୋନା ପାଇଁ ଦେଶର ସ୍କୁଲ, କଲେଜଠାରୁ ଆରମ୍ଭ କରି ମନ୍ଦିର ପର୍ଯ୍ୟନ୍ତ ସବୁକିଛି ବନ୍ଦ ରହିଛି । । ତେବେ କରୋନା ପାଇଁ ଚଳିତ ଥର ସଂସଦର ଶୀତ ଅଧିବେଶନ ହେବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା ପ୍ରକାଶ ।

ଏନେଇ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ସଂସଦୀୟ ମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି । ଏହି ଖବର ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।

Get real time updates directly on you device, subscribe now.