fbpx

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

ଭୁବନେଶ୍ୱର, ୨୦ ।୧୧(ଓଡିଶା ଭାସ୍କର): ବିଧାନସଭାର ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । କୋଭିଡ କଟକଣା ଭିତରେ ସାଢେ ୪ ଘଣ୍ଟା ଚାଲିବ ଗୃହ । ଗୃହ ଆରମ୍ଭରେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ରଖିବା ସହ ଦିବଂଗତ ବିଧାୟକ ଓ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ତେବେ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.