fbpx
BJD SKY
BJD SKY

ଏଣିକି ରାତିରେ କାରଖାନାରେ କାମ କରିପାରିବେ ମହିଳା

BJD

ଭୁବନେଶ୍ୱର,୨୪ ।୧୧(ଓଡିଶା ଭାସ୍କର): ଏଣିକି କାରଖାନାରେ ରାତିରେ ମହିଳାମାନେ କାର୍ଯ୍ୟ କରିପାରିବେ । ଏନେଇ ବିଧାନସଭାରେ ପାରିତ ହୋଇଛି ଇଡକୋ ସଂଶୋଧନ ବିଲ୍ । ଶିଳ୍ପାଞ୍ଚଳ ଭିତ୍ତିଭୂମି ସହ ସାମାଜିକ ଭିତ୍ତିଭୂମିର ବିକାଶ କରାଯିବ । କାରଖାନା ସଂଶୋଧନ ବିଲ୍ ୨୦୨୦ ବିଧାନସଭାରେ ପାରିତ ହୋଇଛି ।

Get real time updates directly on you device, subscribe now.