fbpx

୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୨ ।୧(ଓଡିଶା ଭାସ୍କର): ରାଜ୍ୟରେ ପୁଣି ଫେରିଛି  ଶୀତ । ୨ ରୁ ୩ ଦିନ ଯାଏ ଜାରି ରହିବ ଶୀତର ଲହରି । ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୫ଟି ଜିଲ୍ଲା ହେଉଛି- ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୁଳ, କେନ୍ଦୁଝର, ବାଲେଶ୍ୱର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୟାଗଡ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, କନ୍ଧମାଳ ଓ ପୁରୀ । ଏହା ସହିତ ଦକ୍ଷିଣ ଓ ଆଭ୍ୟନ୍ତରିଣ ଓଡିଶାରେ ଘନ କୁହୁଡି ହେବାର ସମ୍ଭାବନା ଥିବାରୁ ସତର୍କ ବାଣୀ ଦିଆଯାଇଛି ।

Get real time updates directly on you device, subscribe now.