fbpx

ସାବଧାନ୍! ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୯ ।୨(ଓଡିଶା ଭାସ୍କର): ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆସନ୍ତାକାଲି ଯାଏଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୧ଟି ଜିଲ୍ଲାଗୁଡିକ ହେଉଛି- ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି, ବଲାଙ୍ଗିର, ଗଞ୍ଜାମ, ସୋନପୁର । ଏହି ଜିଲ୍ଲାଗୁଡିକରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.