fbpx

ରାଜ୍ୟର ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୪ା୪ (ଓଡିଶା ଭାସ୍କର):ଆଜି ରାଜ୍ୟର ୧୭ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି ।ଏ ନେଇ ଜିଲ୍ଲାପାଳମାନଙ୍କୁ ଏସଆରସି ଚିଠି ଲେଖିଛନ୍ତି । ପାଣିପାଗ ବିଭାଗର ସୂଚନା ମୁତାବକ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, କଟକ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୟାଗଡ଼, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏହି ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ହେବା ସହ ବର୍ଷା ଓ ଘଡ ଘଡିର ହେବାର ସମ୍ଭାବନା ଥିବା  ସୂଚନା ଦେଇଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.