fbpx

କାଲି ସକାଳ ସୁଦ୍ଧା ୨୩ ଜିଲ୍ଲା ସାବଧାନ୍! ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ କାଲି ସକାଳ ସୁଦ୍ଧା ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୨୩ଟି ଜିଲ୍ଲାଗୁଡିକ ହେଉଛି- ଅନୁଗୁଳ, ବୌଦ୍ଧ, ଭଦ୍ରକ, ବାଲେଶ୍ୱର, କଟକ, ଢେଙ୍କାନାଳ, ଗଜପତି, ଝାରସୁଗୁଡା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, କେନ୍ଦ୍ରାପଡା, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀ, ରାୟଗଡା ଓ ସୁନ୍ଦରଗଡ । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Get real time updates directly on you device, subscribe now.