fbpx

ସାବଧାନ୍! ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୪ ।୯(ଓଡିଶା ଭାସ୍କର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୪ଟି ଜିଲ୍ଲାଗୁଡିକ ହେଉଛି- ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ ରାୟଗଡା । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

Get real time updates directly on you device, subscribe now.