fbpx

କୁହୁଡି ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା ?

ଭୁବନେଶ୍ୱର,୧୯ ।୧୧(ଓଡିଶା ଭାସ୍କର): ଆସନ୍ତାକାଲି ଘନ କୁହୁଡି ପାଇଁ ରାଜ୍ୟର ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୭ଟି ଜିଲ୍ଲାଗୁଡିକ ହେଉଛି- କଟକ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, ବାଲେଶ୍ୱର । ତେବେ ଆସନ୍ତା ୨ ଦିନ ଆଭ୍ୟନ୍ତରୀଣ ଜିଲ୍ଲାରେ ବି ଘନ କୁହୁଡି ଦେଖାଯିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.