fbpx

ଭୁବନେଶ୍ୱରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଯାହାକୁ ପାଇଲା ତାକୁ ହାଣିଲା!

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଜଣେ ମାନସିକ ଅନଗ୍ରସର ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଭିଏସଏସ ନଗରରେ ଏକାଧିକ ବ୍ୟକ୍ତିଙ୍କୁ ଯୁବକ ଜଣକ ଆକ୍ରମଣ କରିଥିବା ଜଣାପଡିଛି । ଯୁବକଙ୍କ ଛୁରାମାଡ଼ରେ ୨ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ଘଟଣା ପରେ ଯୁବକଙ୍କୁ କାବୁ କରି ପୋଲିସକୁ ହସ୍ତାନ୍ତର କରିଛନ୍ତି ସ୍ଥାନୀୟ ଲୋକେ । ଅନ୍ୟପଟେ ମାନସିକ ଅନଗ୍ରସର ଯୁବକଙ୍କ ଘର ଛତିଶଗଡ଼ ବୋଲି ଜଣାପଡିଛି । ମଞ୍ଚେଶ୍ୱର ପୋଲିସ ଘଟଣାର ଛାନଭିନ୍ କରୁଛି ।

Get real time updates directly on you device, subscribe now.