ବଲାଙ୍ଗୀର: ଯୁବକଙ୍କୁ ତଣ୍ଟିଚିପି ହତ୍ୟା। ଏହି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ଅନ୍ତର୍ଗତ ଖପ୍ରାଖୋଲ ଥାନା ଦେଦର୍ହ ଗାଁରେ। ସାମାନ୍ୟ ମୋବାଇଲ ଛଡାଇ ନେଇଯିବାରୁ ଜଣେ ଯୁବକଙ୍କୁ ଗାଳି ଗୁଲଜ କରି ତଣ୍ଟିଚିପି ମାରିଦେଲେ 2 ଯୁବକ।
ଯାହାଫଳରେ ସେହି 2 ଯୁବକଙ୍କୁ ଖପ୍ରାଖୋଲ ଥାନାରେ ଅଟକ ରଖାଯାଇ ତଦନ୍ତ କରାଯାଉଛି।